ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନାର ସ୍ଥିତି ବିଗିଡିବାରେ ଲାଗିଛି । ଦିନକୁ ଦିନ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ତେବେ ଏହି ସ୍ଥିତିକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲଙ୍କୁ ଚିଠି ଲେଖିବା ସହ ଆଗକୁ ହେବାକୁ ଥିବା NEET ଓ JEE ପରୀକ୍ଷା ଘଞ୍ଚାଇବାକୁ ଅନୁରୋଧ କରିଛନ୍ତି । ରାଜ୍ୟର କୋଭିଡ ସଂକ୍ରମଣକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ।
ମୁଖ୍ୟମନ୍ତ୍ରୀ ନିଜ ଚିଠିରେ ପରୀକ୍ଷା ଲେଖିଛନ୍ତି କି, କେରାନା ଯୋଗୁଁ ପରୀକ୍ଷା କେନ୍ଦ୍ରକୁ ଛାତ୍ରଛାତ୍ରୀ ମାନେ ଯାଇ ପରୀକ୍ଷା ଦେବା ନିରାପଦ ନୁହେଁ । ଏହାଫଳରେ ସଂକ୍ରମଣ ଅଧିକ ବ୍ୟାପିବାର ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ସଟଡାଉନ ଓ ଲକ ଡାଉନ ଜାରି ରହିଛି । ଯାହାଫଳରେ ପରୀକ୍ଷା ଦେବାକୁ ଯାତାୟତ କରିବାରେ ସମସ୍ୟା ସୃଷ୍ଟି ହେବ । ଓଡିଶାର ଆଦିବାସୀ ଅଞ୍ଚଳର ପିଲାଙ୍କ ପାଇଁ ମଧ୍ୟ ପରୀକ୍ଷା ବେଦା ସମ୍ଭବ ହେବ ନାହିଁ । ଦୁର୍ଗମ ଅଞ୍ଚଳରୁ ଯାଇ ପରୀକ୍ଷା ଦେବା ସେମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ ।
ଖାଲି ସେତି କି ନୁହେଁ ମୁଖ୍ୟମନ୍ତ୍ରୀ ୩୦ଟି ଜିଲ୍ଲାରେ ପରୀକ୍ଷା କେନ୍ଦ୍ର କରିବାକୁ ଅନୁରୋଧ କରିଛନ୍ତି । ୩୦ଟି ଜିଲ୍ଲାରେ ପରୀକ୍ଷା କେନ୍ଦ୍ର ହେଲେ ପିଲାମାନେ ଦୁଇରୁ ତିନି ଘଣ୍ଟାରେ ଯାଇ ଫେରି ପାରିବେ ବୋଲି ମୁଖ୍ୟମନ୍ତ୍ରୀ ନିଜ ଚିଠିରେ ଲେଖିଛନ୍ତି । କିଛି ଦିନ ତଳେ ୧୧ରାଜ୍ୟର ୧୧ଜଣ ଛାତ୍ର ପରୀକ୍ଷା ନ କରିବା ପାଇଁ ସୁପ୍ରିମ କୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ ଯାହାର ଶୁଣାଣି କରି ପରୀକ୍ଷା ହେବା ନେଇ ସୁପ୍ରିମକୋର୍ଟ ନିଜର ସବୁଜ ସଂକେତ ପ୍ରଦାନ କରିଥିଲେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024