ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ): ଦି ବ୍ୟାଙ୍କ ବୋର୍ଡ ବ୍ୟୁରୋ(ବିବିବି) ଶୁକ୍ରବାର ଦେଶର ସବୁଠୁ ବଡ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ(ଏସବିଆଇ)ର ବରିଷ୍ଠ ପରିଚାଳକ ନିର୍ଦ୍ଦେଶକ ଦିନେଶ କୁମାର ଖାରାଙ୍କୁ ଏସବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ଭାବେ ଚୟନ କରିଛି।ଦିନେଶ କୁମାର ଖାରା ଝଈଓର ଚେୟାରମ୍ୟାନ ରଜନିଶ କୁମାରଙ୍କ ସ୍ଥାନ ନେବେ। ସେ ଜଣେ ବରିଷ୍ଠ ଓ ଅଭିଜ୍ଞ ହାସଲ କରିଥିବା ବ୍ୟକ୍ତି , ତେବେ ସେ ଭଲ ଭାବେ ଦାୟିତ୍ୱ ତୁଲାଇ ପାରିବେ ବୋଲି (ବିବିବି)ର ତାଙ୍କୁ ମନୋନୀତ କରିବା ନେଇ ଜଣା ପଡୁଛି । ରଜନିଶଙ୍କ ଏସବିଆଇ ଅଧ୍ୟକ୍ଷ ଭାବେ ତିନି ବର୍ଷର ଦାୟିତ୍ୱ ଅକ୍ଟୋବର ୭ରେ ଶେଷ ହେବାକୁ ଯାଉଛି। ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓ ଆର୍ଥିକ ପ୍ରତିଷ୍ଠାନର ପ୍ରମୁଖ ବିବିସି ସଦସ୍ୟ ଆଗାମୀ ପଦବୀ ପାଇଁ ଶୁକ୍ରବାର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ(ଏସବିଆଇ)ର ଚାରି ଜଣ ପରିଚାଳକ ନିର୍ଦ୍ଦେଶକଙ୍କ ସାକ୍ଷାତକାର ନେଇଛନ୍ତି।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024