କଟକ (ଏଟିଆର ବ୍ୟୁରୋ): ହଟିଲା ଅଙ୍କୁଶ । ଏଣିକି ଓପିଏସସି ୨୦୨୧ ପରୀକ୍ଷା ପାଇବ । ହାଇକୋର୍ଟ ଏହା ଉପରୁ ଅଙ୍କୁଶ ହଟାଇଛନ୍ତି । ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନ ପ୍ରାରମ୍ଭିକ ଶୁଣାଣି କରି କୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ । କୋର୍ଟଙ୍କ ବିନା ଅନୁମତିରେ ନିଯୁକ୍ତି ପ୍ରକ୍ରିୟାର ଫଳାଫଳ ପ୍ରକାଶ କରାଯିବ ନାହିଁ ବୋଲି କୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ । ଯାହାଫଳରେ ସମସ୍ତ ସିଭିଲ ସର୍ଭିସ ପରୀକ୍ଷା ଫଳ ଉପରେ କଟକଣା ରହିଥିଲା । ଯେଉଁଥିପାଇଁ କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା ଓପିଏସସି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024