ଭୁବନେଶ୍ୱର (ଏଟିଆର ବ୍ୟୁରୋ) :ମାଟ୍ରିକ ପରୀକ୍ଷା ଫଳ ଫର୍ମ ଫିଲପ ପାଇଁ ପ୍ରତ୍ୟାହିତ ହେଲା ବିଜ୍ଞପ୍ତି । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିର୍ଦ୍ଧେଶ ଦେଇଛନ୍ତି ।ଗତ ୫ ତାରିଖରେ ପ୍ରକାଶ ପାଇଥିଲା ବିଜ୍ଞପ୍ତି ।ରାଜ୍ୟରେ କରୋନା କଟକଣା ମଧ୍ୟରେ ସ୍କୁଲ ଖୋଲିନଥିବା ବେଳେ ଆରପଟେ ଫର୍ମ ଫିଲପ ର ବିଜ୍ଞପ୍ତି ପ୍ରକାଶ ପାଇବାରୁ ଛାତ୍ରଛାତ୍ରୀ ଓ ଅଭିଭାବଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । କରୋନା ମହାମାରୀ କୁ ଦୃଷ୍ଟିରେ ରଖି ଡ଼ିସେମ୍ବର ୩୧ମାସ ପର୍ଯ୍ୟନ୍ତ ରାଜ୍ୟରେ କୋ÷ଣସି ସ୍କୁଲ ଖୋଲିବ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।ସେହି ଭଳି ପୂର୍ବପରି ଅନଲାଇନ ପାଠପଢା ଜାରି ରହିବ ବୋଲି ସମୀର ଦାଶ କହିଛନ୍ତି ।
ଆନ୍ଧ୍ରପ୍ରପେଶରେ ସ୍କୁଲ ଖୋଲିବାର ତିନି ଦିନ ମଧ୍ୟରେ ସେଠାକାର ଶିକ୍ଷକ ଶିକ୍ଷୟତ୍ରୀ ଓ ପିଲାମାନେ ବହୁ ମାତ୍ରାରେ ସଂକ୍ରମଣ ହୋଇଥିଲେ । ଦୀର୍ଘ ମାସ ଧରି ସ୍କୁଲ ଖୋଲି ନଥିବା ବେଳେ କିପରି ପିଲାମାନେ ପରୀକ୍ଷା ଦେବେ ଏ ନେଇ ପିଲାଙ୍କ ମଧ୍ୟରେ ଦ୍ୱନ୍ଦ ସୃଷ୍ଟି ହୋଇଛି । ସମୀର ଦାଶ କହିଛନ୍ତି ଯେପରି ପୂର୍ବ ଭଳି ଅନଲାଇନରେ ପାଠପଢା କାରି ରହିବ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024