କଟକ(ଏଟିଆର ବ୍ୟୁରୋ):କରୋନା ପାଇଁ ଓଡ଼ିଶା ପ୍ରାଶାସନିକ ସେବା( ଓଏଏସ) ପରୀକ୍ଷାକୁ ଘୁଞ୍ଚାଗଲା । କରୋନା ସଂକ୍ରମଣଜନିତ ଆଶଙ୍କାକୁ ଆଖି ଆଗରେ ରଖି ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ଏହି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ହେବାକୁ ଥିବା ଏହି ପରୀକ୍ଷା ନଭେମ୍ବରରେ କରାଯାଇପାରେ ବୋଲି ଓପିଏସ୍ସି ପକ୍ଷରୁ ସୂଚନା ମିଳିଛି । ପରୀକ୍ଷାର କିଛି ଦିନ ପୂର୍ବରୁ କାର୍ୟ୍ୟକ୍ରମ ଜଣାଇ ଦିଆଯିବ ବୋଲି ଓପିଏସ୍ସି ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ମାର୍ଚ୍ଚ ୧୫ ତାରିଖରେ ଓପିଏସ୍ସି ପକ୍ଷରୁ ଓଏଏସ୍ ପ୍ରାଥମିକ ଲିଖିତ ପରୀକ୍ଷା କରାଯାଇଥିଲା । ଯେଉଁଥିରେ ୧୮୮୦ ଜଣ ମୁଖ୍ୟ ପରୀକ୍ଷା ଦେବାକୁ କୃତକାର୍ୟ୍ୟ ହୋଇଥିଲେ । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ମୁଖ୍ୟ ଲିଖିତ ପରୀକ୍ଷା କରାଯିବ ବୋଲି ପୂର୍ବରୁ କୁହାଯାଇଥିଲା । ତେବେ ଏହି ପରିବର୍ତ୍ତନ କୋଭିଡ-୧୯ ପାଇଁ କରାଯାଉଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024