ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଘୁଞ୍ଚିଲା ଅନଲାଇନ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ( OJEE) । ମହାମାରୀ କରୋନା ପାଇଁ ପରୀକ୍ଷା ଘୁଞ୍ଚ ଯାଇଥିବା ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବ ନିଦ୍ଧାରିତ ତାରିଖ ଅନୁଯାୟୀ ସେପ୍ଟେମ୍ବର ୯ରୁ ୧୫ତାରିଖ ଯାଏଁ ଏହି ପରୀକ୍ଷା ହୋଇଥାନ୍ତା । ପରୀକ୍ଷା ନିମନ୍ତେ ରାଜ୍ୟର ୨୧ଟି ଓ ରାଜ୍ୟ ବାହାରେ ୩ଟି ତଥା ରାଞ୍ଚି, କୋଲକାତା,ଓ ପାଟନାରେ ପରୀକ୍ଷା କେନ୍ଦ୍ର କରାଯାଇଥିଲା ।
ତେବେ ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏହାକୁ ଆଖିଆଗରେ ରଖି ପରୀକ୍ଷା ଘଞ୍ଚାଯାଇଛି । ସରକାରଙ୍କର ସବୁ ଉଦ୍ୟମ ସତ୍ୱେ କରୋନା ଆୟତ୍ତରେ ରହୁନାହିଁ । ଯେଉଁଥିପାଇଁ ଚାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ସରକାର ଏହିଭଳି ନିଷ୍ପତ୍ତି ନେବାକୁ ବାଧ୍ୟ ହୋଇଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024