ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଉଚ୍ଚ ଶିକ୍ଷା ବିଭାଗ । +୩ ନାମଲେଖା ପାଇଁ ଅଗଷ୍ଟ ୨୦ ରୁ ସେପ୍ଟମ୍ବର ୪ ତାରିଖ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ ଛାତ୍ରଛାତୀ ।ସେପ୍ଟେମ୍ବର ୯ ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ । ଏହି କ୍ରମରେ ସେପ୍ଟେମ୍ବର ୯ରୁ ୧୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ ଯାଏଁ ସାମ୍ସ ପୋର୍ଟାଲରେ ଅନଲାଇନ୍ ଫି ଦାଖଲ କରିପାରିବେଛାତ୍ରଛାତ୍ରୀ।
ସେହିପରି ସେପ୍ଟେମ୍ବର ୨୧ରେ ଦ୍ବିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ସେପ୍ଟେମ୍ବର ୨୭ରେ ନାମଲେଖା ପ୍ରକ୍ରିୟା ଶେଷ ହେବ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024