ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ୨ କଳା ପରୀକ୍ଷା ଫଳ । ପାସ ହାର ରହିଛି ୬୫.୫୬ପ୍ରତିଶତ । ପରୀକ୍ଷା ଦେଇଥିଲେ ୨ଲକ୍ଷ ୧୯ ହଜାର ୭୧୬ ପରୀକ୍ଷାର୍ଥୀ । ତେବେ ପାସ କରିଛନ୍ତି ୧ଲକ୍ଷ ୪୮ ହଜାର ୪୫୨ଜଣ ପରୀକ୍ଷାର୍ଥୀ ।
ଏନେଇ ଉଐଝଋ କାର୍ଯ୍ୟାଳୟରୁ ପ୍ରକାଶ କଲେ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ । କରୋନା ମାହାମାରୀ ପାଇଁ ଡେରୀରେ ଖାତା ଦେଖା ଦେଖାଯାଇଥିବା ବେଳେ ବହୁ ବିଳମ୍ବରେ ରେଜଲ୍ଟ ମଧ୍ୟ ପ୍ରକାଶ ପାଇଛି । ତେବେ ପାସ ହାସରରେ ପୁଅଙ୍କୁ ପଛରେ ପକାଲେ ଝିଅ । ପୁଅଙ୍କ ପାସ ହାର ୫୬.୩୩ ପ୍ରତିଶତ ରହିଥିବା ବେଳେ ଝିଅଙ୍କର ପାସ ହାର ମଧ୍ୟ ୭୫.୪୮ପ୍ରତିଶତ ।
JUST IN
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024
-
ପ୍ରକାଶ ପାଇଲା ଜେଇଇ ମେନ୍ ପେପର-୧ ପରୀକ୍ଷା ଫଳ | 25 Apr 2024
-
ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | 24 Apr 2024
-
ଦିନ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 24 Apr 2024