ଏଟିଆର ବ୍ୟୁରୋ: ଏକ ଲକ୍ଷ ତିରିଶ ହଜାର ପ୍ରାଥମିକ ଶିକ୍ଷକଙ୍କର ଆଜିଠୁ ସାମୁହିକ ଛୁଟି । କେନ୍ଦ୍ରୀୟ ହାରରେ ଦରମା, ଜୁନିଅର ଶିକ୍ଷକଙ୍କୁ ନିୟମିତ ମାନ୍ୟତା, ଗଣଶିକ୍ଷକଙ୍କୁ ଏକ୍ସ କ୍ୟାଡରର ହଟାଇବା ଭଳି ତିନି ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ ଓ ଶିକ୍ଷୟତ୍ରୀ । ସେହିପରି କାର୍ଯ୍ୟ ବନ୍ଦ ସହିତ ୩୧୪ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଜାରି ରଖିବେ ବୋଲି ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକ ଫେଡେରେସନ କହିଛି । ଏହି କାର୍ଯ୍ୟ ବନ୍ଦ ପାଇଁ ଠପ୍ ହୋଇପାରେ ପିଲାଙ୍କ ପାଠପଢା ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024