ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆଜି ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ୟ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଭୟ ବିଭାଗର ପରୀକ୍ଷାଫଳକୁ ପ୍ରକାଶିକ କରିବେ ।
ଏହାପରେ ଉକ୍ତ ବିଭାଗର ସମସ୍ତ ଛାତ୍ରଛାତ୍ରୀwww.orissaresults.nic.inଓ୍ୱେବ୍ ସାଇଟ୍ ରେ ସେମାନଙ୍କ ରୋଲ୍ ନମ୍ବର ଓ ଆବଶ୍ୟକ ତଥ୍ୟ ପ୍ରଦାନ କରି ପରୀକ୍ଷା ଫଳ ବା ରେଜଲ୍ଟ ଜାଣିପାରିବେ । ଚଳିତ ବର୍ଷ ୨ ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀ କଳା ବିଭାଗରେ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ବିଭାଗରେ ୮ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ପୂର୍ବରୁ ବାଣିଜ୍ୟ ବିଭାଗ ଓ ବିଜ୍ଞାନ ବିଭାଗର ପରୀକ୍ଷା ଫଳ ପ୍ରକାଶିତ ହୋଇ ସାରିଛି । ତେବେ ଆଜି ୪ ଟା ବେଳେ ଆସିବ କଳା ବିଭାଗର ପରୀକ୍ଷା ଫଳ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024