କମିବ ସିଲାବସ, ଗାଁକୁ ଗାଁ ଯାଇ ପାଠ ପଢାଇବେ ଶିକ୍ଷକ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): କରୋନା ମହାମରୀ ପାଇଁ ଶିକ୍ଷା ବ୍ୟବସ୍ଥା ଥପ ହୋଇଯାଇଥିବା ବେଳେ ଏହାକୁ ସୁଧାରୀବା ପାଇଁ ରାଜ୍ୟ ସରକାରଙ୍କ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପଗ୍ରହଣ କରୁଛନ୍ତି । ତେବେ କରୋନାର ସ୍ଥିତି ରାଜ୍ୟରେ ଗମ୍ଭୀର ଥିବା ବେଳେ ଏଭଳି ପରିସ୍ଥିତିରେ ଛାତ୍ରଛାତ୍ରୀମାନେ ସ୍କୁଲ ଆସି ପାଠ ପଢିବା ନିରାପଦ ନଥିବାରୁ ଏବେ କୌଣସି ବି ସ୍କୁଲ ଖୋଲାବା ସମ୍ଭବ ନୁହେଁ ବୋଲି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ମନ୍ତ୍ରୀ ସମୀର ଦାଶ । ଆଜି ସ୍ୱାଧୀନତା ଦିବସ ଅବସରରେ ଯାଜପୁର ଜିଲ୍ଲା ପ୍ୟାରେଡରେ ଯୋଗ ଦେଇ ମନ୍ତ୍ରୀ ସମୀର ଦାଶ ଏହା କହିଛନ୍ତି । ମନ୍ତ୍ରୀ କହିଛନ୍ତି, ସରକାର ଶିକ୍ଷା ବ୍ୟବସ୍ଥାକୁ ସୁଧାରିବା ପାଇଁ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି । ତେବେ ନୂଆ ଯୋଜନାର ନାଁ ରହିବ ‘ଶିକ୍ଷା ସଂପର୍କ ଯୋଜନା’ । ଏହି ଯୋଜନା ହେବା ଫଲରେ ରାଜ୍ୟର ୬୦ଲକ୍ଷ ଶିଶୁ ଇ-ଶିକ୍ଷା ଉପରେ ନିର୍ଭର କରିବେ । ଏବେ ୨୨ ଲକ୍ଷ ଶିଶୁ ଇଣ୍ଟେରନେଟ ମାଧ୍ୟମରେ ପଢୁଛନ୍ତି । ନୂଆ ଯୋଜନାରେ ଶିକ୍ଷକ ଗାଁକୁ ଗାଁ ଯାଇ ପାଠ ପଢାଇବେ । ତେବେ ତଳିତ ବର୍ଷ ସିଲାବସ କମାଇବାକୁ ବ୍ୟବସ୍ଥା କରାଯାଉଥିବା ବେଳେ ଆସନ୍ତା ସପ୍ତାହ ସୁଦ୍ଧା ଚୂଡାନ୍ତ ସିଲାବସ ପ୍ରଦାନ କରାଯିବ ବୋଲି ମନ୍ତ୍ରୀ ସମୀର ଦାଶ କହିଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024