କମିବ ସିଲାବସ, ଗାଁକୁ ଗାଁ ଯାଇ ପାଠ ପଢାଇବେ ଶିକ୍ଷକ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): କରୋନା ମହାମରୀ ପାଇଁ ଶିକ୍ଷା ବ୍ୟବସ୍ଥା ଥପ ହୋଇଯାଇଥିବା ବେଳେ ଏହାକୁ ସୁଧାରୀବା ପାଇଁ ରାଜ୍ୟ ସରକାରଙ୍କ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପଗ୍ରହଣ କରୁଛନ୍ତି । ତେବେ କରୋନାର ସ୍ଥିତି ରାଜ୍ୟରେ ଗମ୍ଭୀର ଥିବା ବେଳେ ଏଭଳି ପରିସ୍ଥିତିରେ ଛାତ୍ରଛାତ୍ରୀମାନେ ସ୍କୁଲ ଆସି ପାଠ ପଢିବା ନିରାପଦ ନଥିବାରୁ ଏବେ କୌଣସି ବି ସ୍କୁଲ ଖୋଲାବା ସମ୍ଭବ ନୁହେଁ ବୋଲି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ମନ୍ତ୍ରୀ ସମୀର ଦାଶ । ଆଜି ସ୍ୱାଧୀନତା ଦିବସ ଅବସରରେ ଯାଜପୁର ଜିଲ୍ଲା ପ୍ୟାରେଡରେ ଯୋଗ ଦେଇ ମନ୍ତ୍ରୀ ସମୀର ଦାଶ ଏହା କହିଛନ୍ତି । ମନ୍ତ୍ରୀ କହିଛନ୍ତି, ସରକାର ଶିକ୍ଷା ବ୍ୟବସ୍ଥାକୁ ସୁଧାରିବା ପାଇଁ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି । ତେବେ ନୂଆ ଯୋଜନାର ନାଁ ରହିବ ‘ଶିକ୍ଷା ସଂପର୍କ ଯୋଜନା’ । ଏହି ଯୋଜନା ହେବା ଫଲରେ ରାଜ୍ୟର ୬୦ଲକ୍ଷ ଶିଶୁ ଇ-ଶିକ୍ଷା ଉପରେ ନିର୍ଭର କରିବେ । ଏବେ ୨୨ ଲକ୍ଷ ଶିଶୁ ଇଣ୍ଟେରନେଟ ମାଧ୍ୟମରେ ପଢୁଛନ୍ତି । ନୂଆ ଯୋଜନାରେ ଶିକ୍ଷକ ଗାଁକୁ ଗାଁ ଯାଇ ପାଠ ପଢାଇବେ । ତେବେ ତଳିତ ବର୍ଷ ସିଲାବସ କମାଇବାକୁ ବ୍ୟବସ୍ଥା କରାଯାଉଥିବା ବେଳେ ଆସନ୍ତା ସପ୍ତାହ ସୁଦ୍ଧା ଚୂଡାନ୍ତ ସିଲାବସ ପ୍ରଦାନ କରାଯିବ ବୋଲି ମନ୍ତ୍ରୀ ସମୀର ଦାଶ କହିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024