ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଚଳିତବର୍ଷ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ପାଇବେ ୪୭ଜଣ ଶିକ୍ଷକ । ଆଜି ଏନେଇ କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ବିଦ୍ଧ ଘୋଷଣା କରାଯାଇଛି । ପୁରସ୍କାର ପାଇବାକୁ ଥିବା ୪୭ଜଣ ଶିକ୍ଷକଙ୍କ ମଧ୍ୟରୁ ୨ଜଣ ଓଡିଶାର ଅଟନ୍ତି । ସେହି ଦୁଇ ଶିକ୍ଷକ ହେଲେ ବୌଦ୍ଧ ଜିଲ୍ଲାର ବସନ୍ତ କୁମାର ସାହୁ ଏବଂ ଖୋର୍ଦ୍ଧା ଜିଲ୍ଲାର ତାପସ କୁମାର ମହାନ୍ତି ।
ବସନ୍ତ କୁମାର ସାହୁ ହାଡଭଙ୍ଗାର ସରସରାସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଥିବା ବେଳେ ତାପସ କୁମାର ମହାନ୍ତ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ ଅଧୀନରେ ଭୀମଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ଶିକ୍ଷକତା କରୁଛନ୍ତି । ଓଡିଶା ପକ୍ଷରୁ ଦାଖଲ ହୋଇଥିବା ନାମାଙ୍କନ ମଧ୍ୟରୁ ଏହି ଦୁଇ ଶିକ୍ଷକଙ୍କୁ ମନୋନିତ କରାଯାଇଛି ।
ମନ୍ତ୍ରଣାଳୟ ଦ୍ବାରା ଜାରି ହୋଇଥିବା ଏକ ସର୍କୁଲାର ଅନୁଯାୟୀ, ୨୦୨୦ ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ବିଭାଗରେ ପୁରସ୍କାର ବିଜେତାଙ୍କୁ ଚୟନ କରିବାକୁ ଜାତୀୟସ୍ତରରେ ଏକ ଦଳ ଗଠନ ହୋଇଛି । ଅନ୍ୟପଟେ ଗତ ବର୍ଷ କୋରାପୁଟ ଜିଲ୍ଲାର ଜଣେ ଶିକ୍ଷକ ପବିତ୍ର ମୋହନ ଦାଶ ବିଜ୍ଞାନ ଶିକ୍ଷା ପାଇଁ ରାଷ୍ଟ୍ରୀଯ ପୁରସ୍କାର ପାଇଥିଲେ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024