ସାରା ଦେଶରେ ଏବେ କରୋନା ମହାମାରୀ ବଢ଼ିବାରେ ଲାଗିଛି l ଛୋଟ ଠାରୁ ଆରମ୍ଭ କରି ବଡ ପର୍ଯ୍ୟନ୍ତ ସମସ୍ତଙ୍କୁ ଏହି ମହାମାରୀ କବଳିତ କରୁଛି l ତେବେ ଏହାରି ଭିତରେ ବଲିଉଡୁର ଜୁନିୟର ବଚ୍ଚନ ତଥା ଅଭିଷେକ ବଚ୍ଚନଙ୍କୁ କରୋନା ହୋଇଛି l ଆଜି ସନ୍ଧ୍ୟାରେ ତାଙ୍କ ବାପା ତଥା ଅମିତାଭ ବଚ୍ଚନଙ୍କୁ କରୋନା ହେଇଥିବାର ଜଣା ପଡିଥିଲା l ଏନେଇ ଅମିତାଭ ନିଜ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି l ଏହା ସହ ସେ ହସ୍ପିଟାଲରେ ଅଛନ୍ତି ବୋଲି କହିଛନ୍ତି l ସେହିପରି ଗତ 10 ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ ମାନଙ୍କୁ କରୋନା ପରୀକ୍ଷା କରେଇବା ପାଇଁ ଅନୁରୋଧ କରିଛନ୍ତି l
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024