ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ):ବିଜେପି ନେତା ତଥା ରାଜ୍ୟସଭା ସାଂସଦ ସୁବ୍ରମଣ୍ୟମ ସ୍ୱାମୀ ମଙ୍ଗଳବାର ଅଭିଯୋଗ କରିଛନ୍ତି ଯେ ସୁଶାନ୍ତ ସିଂ ରାଜପୁତଙ୍କ ପୋଷ୍ଟମର୍ଟମ ରିପୋର୍ଟରେ ବିଳମ୍ବ ହୋଇଥିଲା ତେଣୁ ତାଙ୍କୁ ବିଷ ଦିଆଯାଇଥାଇ ପାରେ । ତାଙ୍କ ଶରୀରରେ ଥିବା ବିଷକୁ କାଢିବା ପାଇଁ ପୋଷ୍ଟମର୍ଟମ ବିଳମ୍ଭ କରାଯାଇଥିଲା । ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ସେ ପୂର୍ବରୁ କହିଆସୁଛନ୍ତି ଯେ ତାଙ୍କ ମୃତ୍ୟୁର କାରଣ ଅତ୍ମହତ୍ୟା ନଥିଲା ,ଏହା ଥିଲା ହତ୍ୟା । ବର୍ତ୍ତମାନ ତାଙ୍କୁ ହତ୍ୟା କରିଥିବା କରିଥିବା ହତ୍ୟାକାରୀଙ୍କ ଧିରେ ଧିରେ ପର୍ଦ୍ଦାଫାସ ହେଉଛି । ଯେଉଁମାନେ ସୁଶାନ୍ତଙ୍କ ମୃତ୍ୟୁ ପାଇଁ ଦାୟୀ ତାଙ୍କୁ ଉଚିତ ସାସ୍ତି ଦବା ପାଇଁ ସେ ଟ୍ୱିଟ କରି କହିଛନ୍ତି ।
ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାର ତଦନ୍ତ ସିବିଆଇ ଆରମ୍ଭ କରିସାରିଛି । ସିବିଆଇ ଟିମ ରିୟା ରକ୍ରବର୍ତ୍ତିଙ୍କ ଘନିଷ୍ଠ ବନ୍ଧୁ ସାମୁଏଲ୍ ମିରାଣ୍ଡାଙ୍କୁ ପୁଣିଥରେ ପ୍ରଶ୍ନ କରିବ ବୋଲି ଆଶା କରାଯାଉଛି। ସୋମବାର ଟିମ କୁପର ହସ୍ପିଟାଲ୍ ପରିଦର୍ଶନ କରି ସୁଶାନ୍ତଙ୍କ ଫ୍ଲାଟମେଟ ସିଦ୍ଧାର୍ଥ ପିଠାନି ଓ ତାଙ୍କ ରୋଷେୟା ନୀରଜ ସିଂଙ୍କୁ ମୃତ୍ୟୁ ପୂର୍ବରୁ ଘଟିଥିବା ଘଟଣାରେ ବାବଦାରେ ପଚରା ଉଚରା କରିଥିଲେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024