ମୁମ୍ବାଇ(ଏଟିଆର ବ୍ୟୁରୋ): ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ବର୍ତ୍ତମାନ ଚାଲିଛି ସିବିଆଇ ତଦନ୍ତ । ଜାହା ଫଳରେ ଖୋଲୁଛି ବଲିଉଡର କଳା କାରନାମା । ବଲିଉଡର ଡ୍ରଗ୍ସ କାର୍ଟେଲ ଯାଞ୍ଚ କରି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଆଶ୍ଚର୍ୟ୍ୟଜନକ ତଥ୍ୟ ସାମ୍ନାକୁ ଆଣିଛି । ଟାଇମ୍ସ ନାଓ ରିପୋର୍ଟ ଅନୁଯାୟୀ, ରିୟା ଚକ୍ରବର୍ତ୍ତୀଙ୍କ ଭାଇ ଶୋୟିକ୍ ଏବଂ କିଛି ଡ୍ରଗ୍ସ ବେପାରୀଙ୍କ ମଧ୍ୟରେ ହ୍ୱାଟ୍ସଆପ୍ ଚାଟରୁ ଜଣାଯାଉଛି ତାହା ଡ୍ରଗ୍ସ କାରବାର ବିଷୟରେ ମେସେଜଟି ଥିଲା । ଏହି ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି ଯେ ଦୁଇ ନେତା,ତିନିଜଣ ଟପ୍ ପୋଲିସ୍ ଏବଂ ବଲିଉଡର ୬ ଜଣ କଳାକାର ଡ୍ରଗ୍ସ କାର୍ଟେଲ ସହିତ ଜଡିତ । ଏହି ସମୟରେ ଗିରଫ ଡ୍ରଗ୍ସ ବ୍ୟବସାୟୀ ଜାଇଡ ଭିଲାଟ୍ରାଙ୍କ ପିତା ସ୍ୱୀକାର କରିଛନ୍ତି ଯେ ଜଣେ ‘ଗଡଫାଦର’ ବଲିଉଡର ଡ୍ରଗ୍ସ କାର୍ଟେଲ ଚଳାନ୍ତି। ତେବେ ଆଗକୁ ଜଣା ପଡିବ ଏହି ମାମଲରେ କେଉଁମାନେ ଜଡିତ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024