ମୁମ୍ବାଇ(ଏଟିଆର ବ୍ୟୁରୋ): ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ଦିନକୁ ଦିନ ଖୋଲୁଛି ରହସ୍ୟ । ତାଙ୍କ ମୃତ୍ୟୁର ରହସ୍ୟ ଜାଣିବା ନେଇ ସିବିଆଇ ତଦନ୍ତ ପାଇଁ ପ୍ରତ୍ୟେକ ସ୍ଥାନରୁ ଦାବି ଆସିଥିଲା । ବର୍ତ୍ତମାନ ଏହା ଆରମ୍ଭ ହେବା ଉପରେ କିନ୍ତୁ ମହାରାଷ୍ଟ୍ର ସରକାର ସିବିଆଇ ତଦନ୍ତକୁ ବିରୋଧ କରିଛି । ଯାହା ପାଇଁ ମହାରାଷ୍ଟ୍ର ସରକାର ଏବଂ ବିହାର ସରକାର ମୁହାଁମୁହିଁ ହୋଇଛନ୍ତି। ଏହି ମାମଲା ବର୍ତ୍ତମାନ ଦୁଇ ରାଜ୍ୟ ସରକାରଙ୍କ ମଧ୍ୟରେ ପଡୁଛି ଏବଂ ମାମଲା ବର୍ତ୍ତମାନ ସୁପ୍ରିମକୋର୍ଟରେ ପହଞ୍ଚିଛି। ମହାରାଷ୍ଟ୍ର ସରକାର ସୁପ୍ରିମକୋର୍ଟରେ ଏକ ଫାଇଲ ଦାଖଲ କରିଛି । ଯେଉଁଥିରେ ସିବିଆଇ ତଦନ୍ତକୁ ବିରୋଧ କରିଛି ମହାରାଷ୍ଟ୍ର ସରକାର ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024