ମୁମ୍ବାଇ(ଏଟିଆର ବ୍ୟୁରୋ): ବଲିଉଡ ଅଭିନେତା ସୋନୁ ସୁଦଙ୍କୁ ମିଳିଛି ହ୍ୟୁମାନିଟି ସମ୍ମାନ । କରୋନା ମହାମାରୀ ସମୟରେ ସୋନୁ ସାଜିଥିଲେ ପ୍ରବାସୀଙ୍କ ପାଇଁ ଚଳନ୍ତି ଇଶ୍ୱର । ଲକ ଡାଉନ ଓ ସଡ ଡାଉନ ସମୟରେ ସୋନୁ ଅନେକ ପ୍ରବାସୀଙ୍କୁ ନିଜ ସ୍ଥାନକୁ ସ୍ଥାନାନ୍ତରିତ କରିଥିଲେ କରିଥିଲେ । ଖାଲି ସେତିକି ନୁହେଁ ସେ ଅନେକ ଲୋକଙ୍କୁ ଚାକିରୀ ମଧ୍ୟ ପ୍ରଦାନ କରିଥିଲେ । ସୋନୁ ସୁଦଙ୍କ ଏହି ସହାୟତା ପାଇଁ ସଂଯୁକ୍ତ ରାଷ୍ଟ୍ର ବିକାଶ କାର୍ୟ୍ୟକ୍ରମ (UNDP) ଦ୍ୱାରା ପ୍ରତିଷ୍ଠିତ ଏସ୍ଡ଼ିପି ସ୍ପେଶାଲ ହ୍ୟୁମାନିଟେରିଆନ୍ ଆକ୍ସନ୍ ଆୱାର୍ଡ (SDG Special Humanitarian Action Award) ରେ ସମ୍ମାନିତ କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024