ଭୁବନେଶ୍ୱର (ଏଟିଆର ବ୍ୟୁରୋ); ଯାତ୍ରା ଓ ମେଲୋଡି ମଞ୍ଚରେ ଅଶ୍ଳୀଳତା ଓ ଦ୍ୱିଅର୍ଥ ବୋଧକ ସଂଳାପ ପାଇଁ ଲାଗି ହେଲା କଟକଣା । ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ କଟକଣା ଜାରି କରାଯାଇଛି । ମଞ୍ଚରେ ପ୍ରଦର୍ଶିତ ହେଉଥିବା ସମସ୍ତ ପ୍ରକାରର ଅଶ୍ଳୀଳ ଦୃଶ୍ୟକୁ ତୁରନ୍ତ ବନ୍ଦ କରିବା ଲାଗି କଡା ନିର୍ଦ୍ଦେଶ ଦିଆଯିବା ସହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖାଯାଇଛି । ଏହାସହିତ ଯାତ୍ରା ମେଲୋଡି ପାଇଁ ଅନୁମତି ଦେବା ବେଳେ ସର୍ତ୍ତାବଳୀରେ ଏହା ସ୍ପଷ୍ଟ କରିବାକୁ ମଧ୍ୟ କୁହାଯାଇଛି ।
JUST IN
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024