ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ବୃଦ୍ଧି ପାଇବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୨୧୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୯ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Jagatsinghpur: 8
9. Jajpur: 10
10. Jharsuguda: 7
11. Kalahandi: 1
12. Kendrapada: 3
13. Keonjhar: 3
14. Khurda: 237
15. Malkangiri: 3
16. Mayurbhanj: 8
17. Nayagarh: 1
18. Puri: 29
19. Rayagada: 2
20. Sambalpur: 6
21. Sonepur: 15
22. Sundargarh: 29
23. State Pool: 51— I & PR Department, Odisha (@IPR_Odisha) July 9, 2022
New recoveries: 204
Cumulative tested: 32213057
Positive: 1292928
Recovered: 1280954
Active cases: 2795— I & PR Department, Odisha (@IPR_Odisha) July 9, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୦୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୨୯୨୮ ରହିଥିବା ବେଳେ ୨୭୯୫ ଜଣ ଚିକିତ୍ସିତ ହେଉଛନ୍ତି ।