ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ଦିନକୁ ଦିନ ସଂଘିନ ହୋଇ ଚାଲିଛି କରୋନା ମାମଲା । ତେବେ ରାଜ୍ୟରେ ଅଧିକ ପଜିଟିଭ କେସ ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ୩୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୨୫୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୯ଜଣ, ବରଗଡ଼ ଜିଲ୍ଲାରୁ ୧୫୭ଜଣ, ଭଦ୍ରକ ଜିଲ୍ଲାରୁ ୮୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୯ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୪୯୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୦ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୭୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪୩ଜଣ, ଯାଜପୁର ଜିଲ୍ଲାରୁ ୧୭୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କନ୍ଧମାଳ ଜିଲ୍ଲାରୁ ୫୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, କେନ୍ଦୁଝର ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୮୯ଜଣ, ମାଲକାନଗିରି ଜିଲ୍ଲାରୁ ୪୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୧ଜଣ, ନୟାଗଡ଼ ଜିଲ୍ଲାରୁ ୭୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୧୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୮୨ଜଣ, ସୋନପୁର ଜିଲ୍ଲାରୁ ୩୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ ରହିଛନ୍ତି ।
ଖବର ଅସୁସାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୬୭୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୨୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୩୨୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024