ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ବୃଦ୍ଧି ପାଉଛି । କିନ୍ତୁ ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୫ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ଆଉ ଜଣଙ୍କର ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୬୯ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକ ଜଣଙ୍କ ବଲାଙ୍ଗିର ଜିଲ୍ଲାରୁ ରହିଛନ୍ତି ।