ଭୁବନେଶ୍ୱର (ଏଟିଆର ବୁରୋ):ରାଜ୍ୟରେ କରୋନା ସ୍ଥିତି ବିଗିଡିବାରେ ଲାଗିଛି । ନୂତନ ମାମଲା ସାମ୍ନାକୁ ଆସିବା ସହିତ ଗୋଟେ ପରେ ଗୋଟେ ଜୀବନ ନେଉଛି କରୋନା । ପ୍ରତ୍ୟେକ ଦିନ ମୃତକଙ୍କ ସଂଖ୍ୟା ସାମ୍ନାକୁ ଆସୁଛି । ଏଥିରେ ଲାଗୁନି ବ୍ରେକ । ସେହିଅନୁଯାୟୀ ଏବେ ପୁଣି ଆଉ ୧୮ମୁଣ୍ଡ ନେଇଛି କରୋନା । ଏହାପରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୪୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ।
JUST IN
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024