ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୧୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୧୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 7
7. Cuttack: 248
8. Deogarh: 6
9. Dhenkanal: 75
10. Gajapati: 4
11. Ganjam: 10
12. Jagatsinghpur: 91
13. Jajpur: 123
14. Jharsuguda: 8
15. Kalahandi: 7
16. Kandhamal: 18
17. Kendrapada: 73
18. Keonjhar: 32
19. Khurda: 498
20. Koraput: 8
21. Malkangiri: 18— I & PR Department, Odisha (@IPR_Odisha) July 21, 2021
22. Mayurbhanj: 90
23. Nawarangpur: 15
24. Nayagarh: 64
25. Nuapada: 5
26. Puri: 103
27. Rayagada: 22
28. Sambalpur: 33
29. Sonepur: 8
30. Sundargarh: 38
31. State Pool: 100New recoveries: 2341
Cumulative tested: 15278399
Positive: 959986
Recovered: 935007
Active cases: 19685— I & PR Department, Odisha (@IPR_Odisha) July 21, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୩୪୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୯୯୮୬ ରହିଥିବା ବେଳେ ଏହି ରୋଗରୁ ୯୩୫୦୦୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୯୬୮୫ ଜଣ ଚିକିତ୍ସିତ ହେଉଛନ୍ତି ।