ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬୭୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୨୪୦ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 19
7. Cuttack: 422
8. Deogarh: 5
9. Dhenkanal: 77
10. Gajapati: 6
11. Ganjam: 21
12. Jagatsinghpur: 119
13. Jajpur: 218
14. Jharsuguda: 8
15. Kalahandi: 21
16. Kandhamal: 13
17. Kendrapada: 79
18. Keonjhar: 75
19. Khurda: 549
20. Koraput: 55
21. Malkangiri: 59— I & PR Department, Odisha (@IPR_Odisha) July 3, 2021
22. Mayurbhanj: 165
23. Nawarangpur: 19
24. Nayagarh: 96
25. Nuapada: 8
26. Puri: 132
27. Rayagada: 53
28. Sambalpur: 22
29. Sonepur: 12
30. Sundargarh: 48
31. State Pool: 101New recovery: 3265
Cumulative tested: 13979649
Positive: 919026
Recovered: 884262
Active case: 30557— I & PR Department, Odisha (@IPR_Odisha) July 3, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୨୬୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୯୦୨୬ ରହିଥିବା ବେଳେ ଏହି ରୋଗରୁ ୮୮୪୨୬୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୩୦୫୫୭ ଜଣ ଚିକିତ୍ସିତ ହେଉଛନ୍ତି ।