ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 1
8. Jagatsinghpur: 2
9. Jajpur: 7
10. Jharsuguda: 4
11. Kendrapada: 2
12. Keonjhar: 1
13. Khurda: 87
14. Koraput: 1
15. Mayurbhanj: 4
16. Nayagarh: 1
17. Nuapada: 1
18. Puri: 4
19. Sambalpur: 9
20. Sonepur: 3
21. Sundargarh: 13
22. State Pool: 21— I & PR Department, Odisha (@IPR_Odisha) November 28, 2021
New recoveries: 255
Cumulative tested: 23625546
Positive: 1048683
Recovered: 1037864
Active cases: 2359— I & PR Department, Odisha (@IPR_Odisha) November 28, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୫୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୬୮୩ ରହିଥିବା ବେଳେ ୨୩୫୯ ଜଣ ଚିକିତ୍ସିତ ହେଉଛନ୍ତି ।