ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୬ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 2
8. Jagatsinghpur: 5
9. Jajpur: 5
10. Jharsuguda: 4
11. Kalahandi: 3
12. Kendrapada: 4
13. Keonjhar: 5
14. Khurda: 36
15. Mayurbhanj: 9
16. Nawarangpur: 1
17. Nayagarh: 9
18. Nuapada: 3
19. Puri: 11— I & PR Department, Odisha (@IPR_Odisha) September 25, 2022
20. Rayagada: 5
21. Sambalpur: 11
22. Sonepur: 2
23. Sundargarh: 32
24. State Pool: 9New recoveries: 205
Cumulative tested: 33515923
Positive: 1333168
Recovered: 1322504
Active cases: 1421— I & PR Department, Odisha (@IPR_Odisha) September 25, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୦୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୩୧୬୮ ରହିଥିବା ବେଳେ ୧୪୨୧ ଜଣ ଚିକିତ୍ସିତ ହେଉଛନ୍ତି ।