ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 7
8. Jajpur: 5
9. Kandhamal: 3
10. Kendrapada: 1
11. Keonjhar: 2
12. Khurda: 24
13. Koraput: 5
14. Mayurbhanj: 9
15. Nawarangpur: 3
16. Nayagarh: 4
17. Nuapada: 1
18. Puri: 15
19. Rayagada: 1— I & PR Department, Odisha (@IPR_Odisha) September 29, 2022
20. Sambalpur: 11
21. Sonepur: 6
22. Sundargarh: 31
23. State Pool: 5New recoveries: 221
Cumulative tested: 33563568
Positive: 1333887
Recovered: 1323256
Active cases: 1386— I & PR Department, Odisha (@IPR_Odisha) September 29, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୨୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୩୮୮୭ ରହିଥିବା ବେଳେ ୧୩୮୬ ଜଣ ଚିକିତ୍ସିତ ହେଉଛନ୍ତି ।