ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 30th Sept
New Positive Cases: 146
Of which 0-18 years: 13
In quarantine: 86
Local contacts: 60(Details of local contacts will be shared by concerned District)
1. Angul: 1
2. Balasore: 14
3. Bargarh: 3
4. Bhadrak: 1
5. Cuttack: 17
6. Deogarh: 1— I & PR Department, Odisha (@IPR_Odisha) October 1, 2022
New recoveries: 209
Cumulative tested: 33589316
Positive: 1334236
Recovered: 1323646
Active cases: 1343— I & PR Department, Odisha (@IPR_Odisha) October 1, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୦୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୪୨୩୬ ରହିଥିବା ବେଳେ ୧୩୪୩ ଜଣ ଚିକିତ୍ସିତ ହେଉଛନ୍ତି ।