ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୫ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Gajapati: 5
9. Jagatsinghpur: 3
10. Jajpur: 6
11. Kalahandi: 1
12. Khurda: 30
13. Koraput: 1
14. Mayurbhanj: 8
15. Nawarangpur: 5
16. Nayagarh: 3
17. Nuapada: 6
18. Puri: 5
19. Rayagada: 1
20. Sambalpur: 14
21. Sonepur: 3
22. Sundargarh: 12
23. State Pool: 5— I & PR Department, Odisha (@IPR_Odisha) October 2, 2022
New recoveries: 197
Cumulative tested: 33600033
Positive: 1334367
Recovered: 1323843
Active cases: 1276— I & PR Department, Odisha (@IPR_Odisha) October 2, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୯୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୪୩୬୭ ରହିଥିବା ବେଳେ ୧୨୭୬ ଜଣ ଚିକିତ୍ସିତ ହେଉଛନ୍ତି ।