ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୭ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Jagatsinghpur: 1
9. Jajpur: 4
10. Kandhamal: 1
11. Kendrapada: 2
12. Keonjhar: 1
13. Khurda: 12
14. Mayurbhanj: 2
15. Nayagarh: 1
16. Nuapada: 1
17. Puri: 4
18. Rayagada: 1
19. Sambalpur: 11
20. Sonepur: 3
21. Sundargarh: 7
22. State Pool: 2— I & PR Department, Odisha (@IPR_Odisha) October 3, 2022
New recoveries: 193
Cumulative tested: 33606384
Positive: 1334434
Recovered: 1324036
Active cases: 1148— I & PR Department, Odisha (@IPR_Odisha) October 3, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୯୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୪୪୩୪ ରହିଥିବା ବେଳେ ୧୧୪୮ ଜଣ ଚିକିତ୍ସିତ ହେଉଛନ୍ତି ।