ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jajpur: 2
8. Jharsuguda: 1
9. Keonjhar: 1
10. Khurda: 13
11. Koraput: 1
12. Malkangiri: 1
13. Mayurbhanj: 2
14. Nawarangpur: 1
15. Nuapada: 1
16. Puri: 4
17. Sambalpur: 18
18. Sundargarh: 12
19. State Pool: 3— I & PR Department, Odisha (@IPR_Odisha) October 10, 2022
New recoveries: 75
Cumulative tested: 33660561
Positive: 1334955
Recovered: 1325111
Active cases: 592— I & PR Department, Odisha (@IPR_Odisha) October 10, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୭୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୪୯୫୫ ରହିଥିବା ବେଳେ ୫୯୨ ଜଣ ଚିକିତ୍ସିତ ହେଉଛନ୍ତି ।