ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 2
8. Jagatsinghpur: 3
9. Jajpur: 2
10. Kalahandi: 5
11. Kandhamal: 3
12. Kendrapada: 1
13. Keonjhar: 1
14. Khurda: 15
15. Mayurbhanj: 5
16. Nawarangpur: 3
17. Nayagarh: 2
18. Nuapada: 3
19. Puri: 5
20. Sambalpur: 5
21. Sundargarh: 16
22. State Pool: 3— I & PR Department, Odisha (@IPR_Odisha) October 11, 2022
New recoveries: 94
Cumulative tested: 33669068
Positive: 1335050
Recovered: 1325205
Active cases: 593— I & PR Department, Odisha (@IPR_Odisha) October 11, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୯୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୫୦୫୦ ରହିଥିବା ବେଳେ ୫୯୩ ଜଣ ଚିକିତ୍ସିତ ହେଉଛନ୍ତି ।