ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jajpur: 2
8. Jharsuguda: 2
9. Kalahandi: 2
10. Khurda: 7
11. Koraput: 2
12. Nawarangpur: 6
13. Nayagarh: 2
14. Nuapada: 2
15. Puri: 4
16. Sambalpur: 9
17. Sundargarh: 20
18. State Pool: 1— I & PR Department, Odisha (@IPR_Odisha) October 13, 2022
New recoveries: 63
Cumulative tested: 33689142
Positive: 1335230
Recovered: 1325381
Active cases: 597— I & PR Department, Odisha (@IPR_Odisha) October 13, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୬୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୫୨୩୦ ରହିଥିବା ବେଳେ ୫୯୭ ଜଣ ଚିକିତ୍ସିତ ହେଉଛନ୍ତି ।