ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jharsuguda: 2
8. Kalahandi: 6
9. Kandhamal: 1
10. Khurda: 13
11. Mayurbhanj: 2
12. Nayagarh: 2
13. Nuapada: 5
14. Puri: 2
15. Sambalpur: 15
16. Sundargarh: 12
17. State Pool: 3— I & PR Department, Odisha (@IPR_Odisha) October 14, 2022
New recoveries: 59
Cumulative tested: 33699166
Positive: 1335314
Recovered: 1325440
Active cases: 622— I & PR Department, Odisha (@IPR_Odisha) October 14, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୫୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୫୩୧୪ ରହିଥିବା ବେଳେ ୬୨୨ ଜଣ ଚିକିତ୍ସିତ ହେଉଛନ୍ତି ।