ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୭ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 29th Oct
New Positive Cases: 31
Of which 0-18 years: 7
In quarantine: 18
Local contacts: 13(Details of local contacts will be shared by concerned District)
1. Bargarh: 3
2. Bhadrak: 1
3. Cuttack: 4
4. Deogarh: 3
5. Kandhamal: 2
6. Khurda: 1— I & PR Department, Odisha (@IPR_Odisha) October 30, 2022
7. Mayurbhanj: 2
8. Nawarangpur: 2
9. Nayagarh: 1
10. Sambalpur: 3
11. Sundargarh: 9New recoveries: 57
Cumulative tested: 33830511
Positive: 1336117
Recovered: 1326581
Active cases: 280— I & PR Department, Odisha (@IPR_Odisha) October 30, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୫୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୧୧୭ ରହିଥିବା ବେଳେ ୨୮୦ ଜଣ ଚିକିତ୍ସିତ ହେଉଛନ୍ତି ।