ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୭ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Puri: 1
9. Sambalpur: 4
10. Sundargarh: 11
11. State Pool: 1New recoveries: 33
Cumulative tested: 33843598
Positive: 1336169
Recovered: 1326654
Active cases: 259— I & PR Department, Odisha (@IPR_Odisha) November 1, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୧୬୯ ରହିଥିବା ବେଳେ ୨୫୯ ଜଣ ଚିକିତ୍ସିତ ହେଉଛନ୍ତି ।