ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୪ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 1st Nov
New Positive Cases: 26
Of which 0-18 years: 4
In quarantine: 15
Local contacts: 11(Details of local contacts will be shared by concerned District)
1. Angul: 1
2. Balasore: 2
3. Bargarh: 1
4. Cuttack: 4
5. Deogarh: 2
6. Khurda: 1
7. Nuapada: 1— I & PR Department, Odisha (@IPR_Odisha) November 2, 2022
8. Puri: 2
9. Sambalpur: 1
10. Sonepur: 1
11. Sundargarh: 10New recoveries: 41
Cumulative tested: 33851483
Positive: 1336195
Recovered: 1326695
Active cases: 244— I & PR Department, Odisha (@IPR_Odisha) November 2, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୧୯୫ ରହିଥିବା ବେଳେ ୨୪୪ ଜଣ ଚିକିତ୍ସିତ ହେଉଛନ୍ତି ।