ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 2nd Nov
New Positive Cases: 22
Of which 0-18 years: 1
In quarantine: 13
Local contacts: 9(Details of local contacts will be shared by concerned District)
1. Balasore: 1
2. Cuttack: 4
3. Deogarh: 2
4. Jajpur: 2
5. Jharsuguda: 1
6. Kendrapada: 1— I & PR Department, Odisha (@IPR_Odisha) November 3, 2022
7. Khurda: 3
8. Sambalpur: 1
9. Sonepur: 1
10. Sundargarh: 5
11. State Pool: 1New recoveries: 33
Cumulative tested: 33860218
Positive: 1336217
Recovered: 1326728
Active cases: 233— I & PR Department, Odisha (@IPR_Odisha) November 3, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୨୧୭ ରହିଥିବା ବେଳେ ୨୩୩ ଜଣ ଚିକିତ୍ସିତ ହେଉଛନ୍ତି ।