ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 3rd Nov
New Positive Cases: 15
Of which 0-18 years: 0
In quarantine: 9
Local contacts: 6(Details of local contacts will be shared by concerned District)
1. Bargarh: 2
2. Balangir: 1
3. Cuttack: 3
4. Khurda: 2
5. Mayurbhanj: 1
6. Puri: 1— I & PR Department, Odisha (@IPR_Odisha) November 4, 2022
7. Sambalpur: 2
8. Sundargarh: 3New recoveries: 40
Cumulative tested: 33868160
Positive: 1336232
Recovered: 1326768
Active cases: 208— I & PR Department, Odisha (@IPR_Odisha) November 4, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୨୩୨ ରହିଥିବା ବେଳେ ୨୦୮ ଜଣ ଚିକିତ୍ସିତ ହେଉଛନ୍ତି ।