ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 8th Nov
New Positive Cases: 26
Of which 0-18 years: 2
In quarantine: 16
Local contacts: 10(Details of local contacts will be shared by concerned District)
1. Bargarh: 2
2. Cuttack: 12
3. Jagatsinghpur: 2
4. Jharsuguda: 1
5. Khurda: 2— I & PR Department, Odisha (@IPR_Odisha) November 9, 2022
6. Nayagarh: 1
7. Puri: 1
8. Sundargarh: 5New recoveries: 31
Cumulative tested: 33902986
Positive: 1336304
Recovered: 1326915
Active cases: 132— I & PR Department, Odisha (@IPR_Odisha) November 9, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୩୦୪ ରହିଥିବା ବେଳେ ୧୩୨ ଜଣ ଚିକିତ୍ସିତ ହେଉଛନ୍ତି ।