ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ପୁଣି ଥରେ ବୃଦ୍ଧି ପାଉଛି । ସଂକ୍ରମଣ ହାର ଏବେ ଦୃତ ଗତିରେ ବଢି ଚାଲିଛି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୯୮୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୬୯୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୧୩୪ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୭୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 295
23. Nawarangpur: 156
24. Nayagarh: 292
25. Nuapada: 173
26. Puri: 146
27. Rayagada: 274
28. Sambalpur: 206
29. Sonepur: 117
30. Sundargarh: 1134
31. State Pool: 577— I & PR Department, Odisha (@IPR_Odisha) January 21, 2022
New recoveries: 8471
Cumulative tested: 26990740
Positive: 1187295
Recovered: 1089033
Active cases: 89702— I & PR Department, Odisha (@IPR_Odisha) January 21, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୮୪୭୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୮୭୨୯୫ ରହିଥିବା ବେଳେ ୮୯୭୦୨ ଜଣ ଚିକିତ୍ସିତ ହେଉଛନ୍ତି ।