ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ସାମାନ୍ୟ ହ୍ରାସ ପାଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୪୧୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪୭୮ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୮୫୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 218
23. Nawarangpur: 95
24. Nayagarh: 205
25. Nuapada: 56
26. Puri: 63
27. Rayagada: 125
28. Sambalpur: 158
29. Sonepur: 20
30. Sundargarh: 501
31. State Pool: 299— I & PR Department, Odisha (@IPR_Odisha) January 25, 2022
New recoveries: 10309
Cumulative tested: 27253665
Positive: 1217842
Recovered: 1131917
Active cases: 77340— I & PR Department, Odisha (@IPR_Odisha) January 25, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୦୩୦୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୧୭୮୪୨ ରହିଥିବା ବେଳେ ୭୭୩୪୦ ଜଣ ଚିକିତ୍ସିତ ହେଉଛନ୍ତି ।