ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ସାମାନ୍ୟ ହ୍ରାସ ପାଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୦୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୯୩୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୧୨୫ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୬୭ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 135
23. Nawarangpur: 136
24. Nayagarh: 217
25. Nuapada: 190
26. Puri: 94
27. Rayagada: 85
28. Sambalpur: 179
29. Sonepur: 104
30. Sundargarh: 429
31. State Pool: 225— I & PR Department, Odisha (@IPR_Odisha) January 28, 2022
New recoveries: 11157
Cumulative tested: 27443759
Positive: 1236226
Recovered: 1163396
Active cases: 64217— I & PR Department, Odisha (@IPR_Odisha) January 28, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୧୧୫୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୩୬୨୨୬ ରହିଥିବା ବେଳେ ୬୪୨୧୭ ଜଣ ଚିକିତ୍ସିତ ହେଉଛନ୍ତି ।