ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୯ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Gajapati: 22
9. Ganjam: 1
10. Jagatsinghpur: 2
11. Jajpur: 6
12. Jharsuguda: 16
13. Kalahandi: 1
14. Kendrapada: 10
15. Keonjhar: 1
16. Khurda: 8
17. Koraput: 3
18. Mayurbhanj: 6
19. Nawarangpur: 1
20. Nuapada: 8
21. Puri: 1
22. Rayagada: 2— I & PR Department, Odisha (@IPR_Odisha) March 1, 2022
23. Sambalpur: 31
24. Sundargarh: 14
25. State Pool: 2New recoveries: 430
Cumulative tested: 29308260
Positive: 1285206
Recovered: 1273734
Active cases: 2340— I & PR Department, Odisha (@IPR_Odisha) March 1, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୩୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୫୨୦୬ ରହିଥିବା ବେଳେ ୨୩୪୦ ଜଣ ଚିକିତ୍ସିତ ହେଉଛନ୍ତି ।