ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୯ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 1
8. Jagatsinghpur: 1
9. Jajpur: 1
10. Jharsuguda: 9
11. Kendrapada: 8
12. Khurda: 14
13. Koraput: 2
14. Malkangiri: 1
15. Mayurbhanj: 8
16. Puri: 2— I & PR Department, Odisha (@IPR_Odisha) March 6, 2022
17. Sambalpur: 18
18. Sundargarh: 25
19. State Pool: 3New recoveries: 209
Cumulative tested: 29550452
Positive: 1285889
Recovered: 1275228
Active cases: 1507— I & PR Department, Odisha (@IPR_Odisha) March 6, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୦୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୫୮୮୯ ରହିଥିବା ବେଳେ ୧୫୦୭ ଜଣ ଚିକିତ୍ସିତ ହେଉଛନ୍ତି ।