ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୫ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Deogarh: 1
9. Dhenkanal: 1
10. Gajapati: 18
11. Ganjam: 3
12. Jagatsinghpur: 1
13. Jajpur: 4
14. Jharsuguda: 3
15. Kalahandi: 1
16. Kandhamal: 1
17. Kendrapada: 1
18. Khurda: 16
19. Koraput: 2
20. Mayurbhanj: 11
21. Nawarangpur: 14
22. Nuapada: 1— I & PR Department, Odisha (@IPR_Odisha) March 9, 2022
23. Sambalpur: 9
24. Sundargarh: 12
25. State Pool: 3New recoveries: 213
Cumulative tested: 29686536
Positive: 1286245
Recovered: 1275980
Active cases: 1110— I & PR Department, Odisha (@IPR_Odisha) March 9, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୧୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୨୪୫ ରହିଥିବା ବେଳେ ୧୧୧୦ ଜଣ ଚିକିତ୍ସିତ ହେଉଛନ୍ତି ।