ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୪ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 3
8. Jajpur: 2
9. Jharsuguda: 2
10. Kalahandi: 1
11. Kandhamal: 1
12. Kendrapada: 7
13. Khurda: 10
14. Koraput: 3
15. Mayurbhanj: 3
16. Nawarangpur: 2
17. Nayagarh: 1
18. Rayagada: 1
19. Sambalpur: 16
20. Sonepur: 1
21. Sundargarh: 12
22. State Pool: 2— I & PR Department, Odisha (@IPR_Odisha) March 11, 2022
New recoveries: 135
Cumulative tested: 29784784
Positive: 1286457
Recovered: 1276285
Active cases: 1014— I & PR Department, Odisha (@IPR_Odisha) March 11, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୩୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୪୫୭ ରହିଥିବା ବେଳେ ୧୦୧୪ ଜଣ ଚିକିତ୍ସିତ ହେଉଛନ୍ତି ।