ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 11th March
New Positive Cases: 83
Of which 0-18 years: 22
In quarantine: 49
Local contacts: 34(Details of local contacts will be shared by concerned District)
1. Angul: 1
2. Balasore: 4
3. Bargarh: 1
4. Bhadrak: 1
5. Balangir: 4
6. Cuttack: 5— I & PR Department, Odisha (@IPR_Odisha) March 12, 2022
New recoveries: 117
Cumulative tested: 29831243
Positive: 1286540
Recovered: 1276402
Active cases: 977— I & PR Department, Odisha (@IPR_Odisha) March 12, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୧୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୫୪୦ ରହିଥିବା ବେଳେ ୯୭୭ ଜଣ ଚିକିତ୍ସିତ ହେଉଛନ୍ତି ।