ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Ganjam: 11
9. Jagatsinghpur: 2
10. Jajpur: 6
11. Kalahandi: 1
12. Kendrapada: 10
13. Khurda: 3
14. Koraput: 3
15. Mayurbhanj: 1
16. Sambalpur: 6
17. Sundargarh: 9
18. State Pool: 1— I & PR Department, Odisha (@IPR_Odisha) March 18, 2022
New recoveries: 108
Cumulative tested: 30106368
Positive: 1287036
Recovered: 1277153
Active cases: 714— I & PR Department, Odisha (@IPR_Odisha) March 18, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୦୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୦୩୬ ରହିଥିବା ବେଳେ ୭୧୪ ଜଣ ଚିକିତ୍ସିତ ହେଉଛନ୍ତି ।